ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ବଦଳିଲା ଛୁଟି ତାରିଖ, ସାବିତ୍ରୀ ଅମାବାସ୍ୟା ପାଇଁ ଏହି ଦିନ ସବୁ ବନ୍ଦ!

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ପରିବର୍ତ୍ତେ ମେ ୨୬ କରିବାକୁ ନିଷ୍ପତ୍ତି ନେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର ।